୧ ପିତର 1:9 - ପବିତ୍ର ବାଇବଲ9 ତୁମ୍ଭ ବିଶ୍ୱାସର ଗୋଟିଏ ଲକ୍ଷ୍ୟ ଅଛି। ତାହା ହେଲା ଆତ୍ମାର ଉଦ୍ଧାର। ତୁମ୍ଭେ ସେହି ଲକ୍ଷ୍ୟ ଅର୍ଥାତ୍ ଉଦ୍ଧାର ପାଉଛ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ଵାସର ଲକ୍ଷ୍ୟ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ, Faic an caibideilଓଡିଆ ବାଇବେଲ9 ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ, Faic an caibideilପବିତ୍ର ବାଇବଲ (CL) NT (BSI)9 ପୁଣି, ସେହି ବିଶ୍ୱାସର ଫଳ ସ୍ୱରୂପ ପରିତ୍ରାଣ ଲାଭ କରିଧିବାରୁ ଏକ ଅପୂର୍ବ ଅପଥନୀୟ ଆନନ୍ଦ ଅନୁଭବ କରୁଛ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ, Faic an caibideil |
ସେହି ସମସ୍ତ ମହାନ ଲୋକ ମୃତ୍ୟୁ ପର୍ଯ୍ୟନ୍ତ ନିଜର ବିଶ୍ୱାସ ସହିତ ଜୀବିତ ରହିଲେ। ପରମେଶ୍ୱର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସେହି ଲୋକମାନେ ପାଇଲେ ନାହିଁ। ସେମାନେ ଖାଲି ଦେଖିଲେ ଯେ, ସେହି ବିଷୟ ଗୁଡ଼ିକ ସୁଦୂର ଭବିଷ୍ୟତରେ ଆସିବ, ଓ ସେମାନେ (ସେତିକିରେ) ଖୁସୀ ହେଲେ। ସେମାନେ ଗ୍ରହଣ କରି ନେଲେ ଯେ ସେମାନେ ଏହି ପୃଥିବୀରେ ଯାତ୍ରୀ ଓ ଅପରିଚିତ ବ୍ୟକ୍ତି ଅଟନ୍ତି।