୧ ପିତର 2:2 - ପବିତ୍ର ବାଇବଲ2 ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁଗ୍ଧ ପାନ ପାଇଁ ତୁମ୍ଭେ ଲାଳାୟିତ ହୁଅ। ଏହାକୁ ପାନ କରିବା ଦ୍ୱାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ତାହାହେଲେ ସମସ୍ତପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି Faic an caibideilଓଡିଆ ବାଇବେଲ2 ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି Faic an caibideilପବିତ୍ର ବାଇବଲ (CL) NT (BSI)2 ମିଥ୍ୟା ଓ କପଟତା, ଈର୍ଷା ଓ ପରନିନ୍ଦା ପରିହାର କର। ନବଜାତ ଶିଶୁ ପରି ହୁଅ। ସର୍ବଦା ବିଶୁଦ୍ଧ ଆଧ୍ୟାତ୍ମିକ ଦୁଗ୍ଧ ପାନ କରିବା ପାଇଁ ତୃଷିତ ହୁଅ। ସର୍ବଦା ବୃଦ୍ଧି ପାଇ ପରିତ୍ରାଣ ପାଇବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି Faic an caibideil |