୧ ପିତର 3:11 - ପବିତ୍ର ବାଇବଲ11 ସେ ମନ୍ଦ କାର୍ଯ୍ୟ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ। ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ୟ ରଖି ଚେଷ୍ଟା କରିବା ଉଚିତ୍। Faic an caibideilପବିତ୍ର ବାଇବଲ (Re-edited) - (BSI)11 ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁନ୍ତ ସେ ଶାନ୍ତି ଅନ୍ଵେଷଣ କରି ସେଥିର ଅନୁଗାମୀ ହେଉ। Faic an caibideilଓଡିଆ ବାଇବେଲ11 ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ । Faic an caibideilପବିତ୍ର ବାଇବଲ (CL) NT (BSI)11 ସେ ଦୁଷ୍ଟତାରୁ ବିମୁଖ ହୋଇ ସତ୍କର୍ମ କରୁ ଓ ଆନ୍ତରିକତା ସହ ଶାନ୍ତି କାମନା କାୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ। Faic an caibideil |
ତା'ପରେ ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ ଆମ୍ଭ ସେବକ ଆୟୁବକୁ ଦେଖିଛ କି? ଆୟୁବ ଭଳି ଜଣେ ବ୍ୟକ୍ତି ଏ ପୃଥିବୀରେ କେହି ନାହାନ୍ତି। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ୟକ୍ତି। ସେ ପରମେଶ୍ୱରଙ୍କୁ କେବଳ ଉପାସନା କରେ ଓ ମନ୍ଦକାର୍ଯ୍ୟ କରିବାକୁ ବାରଣ କରେ। ସେ ଏବେ ମଧ୍ୟ ନିର୍ଦ୍ଦୋଷ, ଯଦିଓ ତୁମ୍ଭେ ବିନା କାରଣରେ ତା'ର ସମସ୍ତ ବସ୍ତୁକୁ ନଷ୍ଟ କରିବା ପାଇଁ ମୋତେ ପ୍ରବର୍ତ୍ତାଇଥିଲ।”