୧ ପିତର 4:5 - ପବିତ୍ର ବାଇବଲ5 ଅତଏବ ସେମାନେ ତୁମ୍ଭ ବିଷୟରେ ମନ୍ଦକଥା କହୁଛନ୍ତି। କିନ୍ତୁ ସେମାନଙ୍କୁ ସେମାନଙ୍କ କୃତ କର୍ମ ଲାଗି ଉତ୍ତର ଦେବାକୁ ହେବ। ଯେଉଁ ଖ୍ରୀଷ୍ଟ ମୃତ ଓ ଜୀବନ ଉଭୟର ବିଗ୍ଭର କରିବାକୁ ପ୍ରସ୍ତୁତ, ତାହାଙ୍କ ନିକଟରେ ସେମାନଙ୍କୁ ସମସ୍ତ କର୍ମର ହିସାବ ଦେବାକୁ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ନିକାଶ ଦେବାକୁ ହେବ। Faic an caibideilଓଡିଆ ବାଇବେଲ5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ । Faic an caibideilପବିତ୍ର ବାଇବଲ (CL) NT (BSI)5 କିନ୍ତୁ ଯେଉଁ ଈଶ୍ୱର ଜୀବିତ ସ ମୃତମାନଙ୍କର ବିଚାର କରିବାକୁ ଉଦ୍ୟତ, ତାଙ୍କ ନକଟରେ ସେମାନଙ୍କୁ ନିକାଶ ଦେବାକୁ ପଡ଼ିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ। Faic an caibideil |