୧ ପିତର 4:8 - ପବିତ୍ର ବାଇବଲ8 ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ରେମ କର। Faic an caibideilପବିତ୍ର ବାଇବଲ (Re-edited) - (BSI)8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ। Faic an caibideilଓଡିଆ ବାଇବେଲ8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ । Faic an caibideilପବିତ୍ର ବାଇବଲ (CL) NT (BSI)8 ସର୍ବୋପରି ପରସ୍ପରକୁ ଆନ୍ତରିକ ଭାବରେ ପ୍ରେମ କର, କାରଣ ପ୍ରେମ ଅନେକ ପାପ ଆଚ୍ଛାଦନ କରେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ। Faic an caibideil |