1 ଶାମୁୟେଲ 2:6 - ପବିତ୍ର ବାଇବଲ6 ସଦାପ୍ରଭୁ ଲୋକମାନଙ୍କର ମୃତ୍ୟୁର କାରଣ ହୁଅ ଓ ସେ ପୁନର୍ବାର ଲୋକମାନଙ୍କ ଜୀବନ ଫେରାଇ ଆଣି ପାରନ୍ତି। ସଦାପ୍ରଭୁ ଲୋକମାନଙ୍କୁ କବରକୁ ପଠାନ୍ତି ଓ କବରରୁ ସେମାନଙ୍କୁ ଉଠାଇ ଆଣିପାରନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ ମୃତ୍ୟୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି। Faic an caibideilଓଡିଆ ବାଇବେଲ6 ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି। Faic an caibideil |
ଇସ୍ରାଏଲର ରାଜା ଯେତେବେଳେ ଚିଠିଟି ପାଠ କଲେ ସେ ଦୁଃଖରେ ନିଜର ବସ୍ତ୍ରକୁ ଚିରି କହିଲେ, “ମୁଁ ସଦାପ୍ରଭୁ ଯିଏ ମୃତ ଓ ଜନ୍ମ ଦେବା ମୋର ଅଧୀନରେ ଅଟେ କି? କାହିଁକି ଚର୍ମ ରୋଗରୁ ଆରୋଗ୍ୟ ହେବ ବୋଲି ଅରାମ୍ ରାଜା ମୋ’ ପାଖକୁ ଜଣେ ଲୋକ ପଠାଇଛି? ତେଣୁ ମୁଁ ବିନୟ କରୁଛି, ତୁମ୍ଭେମାନେ ବିଗ୍ଭର କର। ସେ କିପରି ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଗୋଟିଏ ତୃଟି ପାଇବାକୁ ଚେଷ୍ଟା କରୁଅଛି।”