1 ଶାମୁୟେଲ 2:7 - ପବିତ୍ର ବାଇବଲ7 ସଦାପ୍ରଭୁ ଲୋକମାନଙ୍କୁ ନିର୍ଦ୍ଧନ କରନ୍ତି ବା ଧନବାନ୍ କରାନ୍ତି। ସେ ଲୋକମାନଙ୍କୁ ନମ୍ର କରନ୍ତି କିମ୍ବା ସେମାନଙ୍କୁ ଉଚ୍ଚ ସ୍ଥାନରେ ପ୍ରତିଷ୍ଠିତ କରାନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)7 ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି। Faic an caibideilଓଡିଆ ବାଇବେଲ7 ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି। Faic an caibideil |
ସେ ପ୍ରାର୍ଥନା କରି କହିଲା, “ମୁଁ ଯେତେବେଳେ ଏହି ପୃଥିବୀରେ ଜନ୍ମ ଲାଭ କଲି ସେତେବେଳେ ମୁଁ ଲଙ୍ଗଳା ଥିଲି ଓ ମୋ’ ପାଖରେ କିଛି ନ ଥିଲା। ଠିକ୍ ସେହିପରି ମୁଁ ଯେତେବେଳେ ମୃତ୍ୟୁବରଣ କରିବି ଓ ଏ ପୃଥିବୀକୁ ତ୍ୟାଗ କରିବି ସେତେବେଳେ ମଧ୍ୟ ଲଙ୍ଗଳା ଓ ଖାଲି ହାତରେ ଯିବି। ସଦାପ୍ରଭୁ ସବୁକିଛି ଦିଅନ୍ତି ଏବଂ ସବୁକିଛି ନେଇ ଯାଆନ୍ତି। ତେଣୁ ସଦାପ୍ରଭୁଙ୍କ ନାମ ହିଁ ପ୍ରଶଂସା ଯୋଗ୍ୟ।”