୧ ଥେସଲନୀକୀୟ 4:7 - ପବିତ୍ର ବାଇବଲ7 ପରମେଶ୍ୱର ଆମ୍ଭକୁ ପବିତ୍ର ହେବା ପାଇଁ ଆହ୍ୱାନ କରିଛନ୍ତି। ଆମ୍ଭେ ପାପରେ ଜୀବନଯାପନ କରିବା ପାଇଁ ସେ ଗ୍ଭହାନ୍ତି ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)7 କାରଣ ଈଶ୍ଵର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ଵାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ଵାନ କରିଅଛନ୍ତି। Faic an caibideilଓଡିଆ ବାଇବେଲ7 କାରଣ ଈଶ୍ୱର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)7 ଈଶ୍ୱର ଆମ୍ଭମାନଙ୍କୁ ଅଶୁଚି ଜୀବନଯାପନ କରିବା ପାଇଁ ଆହ୍ୱାନ କରି ନାହାନ୍ତି - ପବିତ୍ର ହୋଇ ରହିବା ପାଇଁ ଆମେ ଆହୂତ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ଈଶ୍ବର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି। Faic an caibideil |
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।