୧ ଥେସଲନୀକୀୟ 5:6 - ପବିତ୍ର ବାଇବଲ6 ଅତଏବ ଆମ୍ଭେମାନେ ଅନ୍ୟ ଲୋକମାନଙ୍କ ଭଳି ଶୋଇ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂଯମ ଥିବା ଆବଶ୍ୟକ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ଅତଏବ ଆସ, ଆମ୍ଭେମାନେ ଅନ୍ୟମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିଥାଉ। Faic an caibideilଓଡିଆ ବାଇବେଲ6 ଅତଏବ ଆସ ଆମ୍ଭେମାନେ ଅଣଯିହୂଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା । Faic an caibideilପବିତ୍ର ବାଇବଲ (CL) NT (BSI)6 ତେଣୁ ଆମେ ଅନ୍ୟମାନଙ୍କ ପରି ନିଦ୍ରିତ ନ ହୋଇ ଜାଗ୍ରତ ଓ ସଚେତନ ହୋଇ ରହିବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା। Faic an caibideil |
ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।