୧ ତୀମଥି 1:14 - ପବିତ୍ର ବାଇବଲ14 କିନ୍ତୁ ପ୍ରଭୁଙ୍କର ଅନୁଗ୍ରହ ମୋତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସେହି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସ ଓ ପ୍ରେମ ମଧ୍ୟ ମୋତେ ମିଳିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)14 ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ଵାସ ଓ ପ୍ରେମ ସହକାରେ ମୋʼ ପ୍ରତି ଅତି ପ୍ରଚୁର ହେଲା। Faic an caibideilଓଡିଆ ବାଇବେଲ14 ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା । Faic an caibideilପବିତ୍ର ବାଇବଲ (CL) NT (BSI)14 ଆମ ପ୍ରଭୁଙ୍କ ପ୍ରଚୁର ଅନୁଗ୍ରହରୁ ମୁଁ ତାଙ୍କଠାରେ ବିଶ୍ୱାସ ଓ ଭକ୍ତିରେ ଆବଦ୍ଧ ହୋଇଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା। Faic an caibideil |
ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।