୧ ତୀମଥି 1:8 - ପବିତ୍ର ବାଇବଲ8 ଆମ୍ଭେ ଜାଣୁ ଯେ, ବ୍ୟବସ୍ଥା ଭଲ, ଯଦି ଲୋକେ ଠିକ୍ ଭାବରେ ଏହାକୁ ବ୍ୟବହାର କରନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ସ୍ଥାପିତ ନ ହୋଇ ସ୍ଵେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ଵେଷୀ, ପିତୃହନ୍ତା ଓ ମାତୃହନ୍ତା, Faic an caibideilଓଡିଆ ବାଇବେଲ8 କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ନିରୂପିତ ନ ହୋଇ ସ୍ୱେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ୱେଷୀ, ପିତୃହନ୍ତା ଓ ମାତୃହନ୍ତା, Faic an caibideilପବିତ୍ର ବାଇବଲ (CL) NT (BSI)8 ଆମେ ଜାଣୁ ଯେ, ବ୍ୟବସ୍ଥା ଯଥାର୍ଥ ଭାବରେ ପାଳନ କରାଯାଇ ପାରିଲେ, ତାହା ଉତ୍ତମ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ନିରୂପିତ ନ ହୋଇ ସ୍ୱେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ୱେଷୀ, ପିତୃହନ୍ତା ଓ ମାତୃହନ୍ତା, Faic an caibideil |