୧ ତୀମଥି 2:1 - ପବିତ୍ର ବାଇବଲ1 ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ୱରଙ୍କୁ କୁହ। ଲୋକମାନଙ୍କର ଆବଶ୍ୟକତା ପାଇଁ ତାହାଙ୍କୁ କୁହ ଓ ଧନ୍ୟବାଦ ଦିଅ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ଵର-ପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ନିର୍ବିଘ୍ନତାରେ ଜୀବନ ଯାପନ କରି ପାରୁ, Faic an caibideilଓଡିଆ ବାଇବେଲ1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ୱରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ, Faic an caibideilପବିତ୍ର ବାଇବଲ (CL) NT (BSI)1 ଏ ସମ୍ପର୍କରେ ମୋର ପ୍ରଥମ ଅନୁରୋଧ, ଉପାସନା କରିବା ବେଳେ, ଦେଶର ଅଧିପତି, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ, Faic an caibideil |