୧ ତୀମଥି 2:10 - ପବିତ୍ର ବାଇବଲ10 ଭଲ କାମ କରିବା ଦ୍ୱାରା ନିଜକୁ ସୁନ୍ଦର ଭାବେ ସୁଶୋଭିତ କରନ୍ତୁ। ପରମେଶ୍ୱରଙ୍କ ଉପାସନା କରୁଛୁ ବୋଲି କହୁଥିବା ସ୍ତ୍ରୀଲୋକେ ନିଜକୁ ଏହିରୂପରେ ସୁନ୍ଦର ଭାବେ ସଜାଇବା ଆବଶ୍ୟକ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ସତ୍କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ। Faic an caibideilଓଡିଆ ବାଇବେଲ10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ । Faic an caibideilପବିତ୍ର ବାଇବଲ (CL) NT (BSI)10 ସତ୍କର୍ମ ଦ୍ୱାରା ନିଜର ଧର୍ମପରାୟଣତାର ପରିଚୟ ଦିଅନ୍ତୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ। Faic an caibideil |