୧ ତୀମଥି 2:6 - ପବିତ୍ର ବାଇବଲ6 ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରିଦେଇଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ୱର ସମସ୍ତ ଲୋକଙ୍କର ଉଦ୍ଧାର ଗ୍ଭହାନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣାକୁ ଦାନ କରି ଯଥା ସମୟରେସେଥିର ସାକ୍ଷ୍ୟ ଦେଇ ଅଛନ୍ତି। Faic an caibideilଓଡିଆ ବାଇବେଲ6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)6 ସେ ମାନବର ମୁକ୍ତି ନିମନ୍ତେ ନିଜକୁ ଉତ୍ସର୍ଗ କରିଛନ୍ତି - ଏଥିଦ୍ୱାରା ଯଥା ସମୟରେ ପ୍ରମାଣିତ ହୋଇଅଛି ଯେ, ଈଶ୍ୱର ପ୍ରତ୍ୟେକ ମାନବକୁ ପରିତ୍ରାଣ କରିବାକୁ ଇଚ୍ଛା କରନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି। Faic an caibideil |