୧ ତୀମଥି 3:1 - ପବିତ୍ର ବାଇବଲ1 ମୁଁ ଯାହା କହୁଛି ତାହା ସତ୍ୟ: ଯଦି କେହି ଅଧ୍ୟକ୍ଷ ହେବା ପାଇଁ ଚେଷ୍ଟା କରେ, ତେବେ ସେ ଭଲ କାର୍ଯ୍ୟ ଗ୍ଭହୁଁଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ବାଞ୍ଛା କରନ୍ତି। Faic an caibideilଓଡିଆ ବାଇବେଲ1 ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ଇଚ୍ଛା କରନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)1 ଉପାସକ ମଣ୍ଡଳୀକୁ ନେତୃତ୍ୱ ଦେବା ପାଇଁ ଯେଉଁ ବ୍ୟକ୍ତି ଉକ୍ରଣ୍ଠିତ, ସେ ନିଶ୍ଚିତ ଗୋଟିଏ ମହତ୍ କାର୍ଯ୍ୟ କରିବାକୁ ଉତ୍ସୁକ, ଏ କଥା ସତ୍ୟ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ବାଞ୍ଛା କରନ୍ତି। Faic an caibideil |