୧ ତୀମଥି 3:10 - ପବିତ୍ର ବାଇବଲ10 ତୁମ୍ଭେମାନେ ପ୍ରଥମେ ସେମାନଙ୍କୁ ପରୀକ୍ଷା କରିବ। ଯଦି ସେମାନଙ୍କ ଭିତରେ କୌଣସି ଦୁର୍ଗୁଣ ନାହିଁ, ତା'ହେଲେ ସେମାନେ ବିଶେଷ ସେବକ ଭାବେ ସେବା କରି ପାରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି ନିର୍ଦ୍ଦୋଷ ଦେଖାଗଲେ, ସେବକ ପଦରେ ନିଯୁକ୍ତ ହେଉନ୍ତୁ। Faic an caibideilଓଡିଆ ବାଇବେଲ10 ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ଦୋଷ ନ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ । Faic an caibideilପବିତ୍ର ବାଇବଲ (CL) NT (BSI)10 ମଣ୍ଡଳୀର କାର୍ଯ୍ୟ କରିବାକୁ ଅଧିକାର ପାଇବା ପୂର୍ବରୁ ସେମାନଙ୍କୁ ମଧ୍ୟ ପରୀକ୍ଷା କରାଯାଉ। ଏହି ପରୀକ୍ଷାରେ ଉପଯୁକ୍ତ ବିବେଚିତ ହେଲେ ଯାଇ ସେମାନେ କାର୍ଯ୍ୟରେ ନିଯୁକ୍ତି ପାଆନ୍ତୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ନିର୍ଦ୍ଦୋଷ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ। Faic an caibideil |
ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।