Biblia Todo Logo
Bìoball air-loidhne

- Sanasan -




୧ ତୀମଥି 3:12 - ପବିତ୍ର ବାଇବଲ

12 ଯେଉଁମାନେ ବିଶେଷ ସେବକ ହେବେ, ସେମାନଙ୍କର କେବଳ ଗୋଟିଏ ପତ୍ନୀ ଥିବ। ସେମାନେ ନିଜ ସନ୍ତାନସନ୍ତତି ଓ ପରିବାରକୁ ଭଲ ନେତୃତ୍ୱ ଦେଇପାରୁଥିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ସେବକମାନେ ଏକ ଏକ ସ୍ତ୍ରୀର ସ୍ଵାମୀ ହେଉନ୍ତୁ, ପୁଣି ଆପଣା ଆପଣା ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ।

Faic an caibideil Dèan lethbhreac




୧ ତୀମଥି 3:12
4 Iomraidhean Croise  

ଯୀଶୁ ଖ୍ରୀଷ୍ଟଙ୍କ ସେବକ ପାଉଲ ଓ ତୀମଥି, ଫିଲି‌ପ୍‌ପୀର ଖ୍ରୀଷ୍ଟ ଯୀଶୁଙ୍କ ସମସ୍ତ ପବିତ୍ର ଲୋକମାନଙ୍କୁ ଓ ତୁମ୍ଭମାନଙ୍କର ପ୍ରାଚୀନ ଏବଂ ବିଶେଷ ସେବକମାନଙ୍କୁ ପତ୍ର।


ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।


ସେହିପରି ମଣ୍ଡଳୀରେ ନିଯୁକ୍ତି ପାଇଥିବା ସ୍ୱତନ୍ତ୍ର ସେବକଗଣ ଏଭଳି ଲୋକ ହୋଇଥିବା କଥା, ଯେଉଁମାନଙ୍କୁ ଲୋକେ ସମ୍ମାନ କରୁଥିବେ। ସେମାନେ ଯାହା କହନ୍ତି, ତାହା ବିଶ୍ୱାସ ଯୋଗ୍ୟ ହେବା ଉଚିତ୍। ଅଧିକ ଦ୍ରାକ୍ଷାରସ ପିଇବାରେ ନିଜ ସମୟ କାଟିବା ଉଚିତ୍ ନୁହେଁ। ସବୁବେଳେ ଅନ୍ୟମାନଙ୍କୁ ଠକି ଧନୀ ହେବାକୁ ଚେଷ୍ଟା କରୁଥିବା ଲୋକମାନଙ୍କ ପରି ସେମାନେ ହୋଇ ନ ଥିବେ।


Lean sinn:

Sanasan


Sanasan