Biblia Todo Logo
Bìoball air-loidhne

- Sanasan -




୧ ତୀମଥି 3:9 - ପବିତ୍ର ବାଇବଲ

9 ସେମାନେ ପରମେଶ୍ୱରଙ୍କ ଦ୍ୱାରା ଆମ୍ଭକୁ ଜ୍ଞାତ କରାଯାଇଥିବା ସତ୍ୟର ଅନୁସରଣ କରୁଥିବେ ଓ ଯାହା ଠିକ୍ ଭାବନ୍ତି, ତାହା କରୁଥିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;

Faic an caibideil Dèan lethbhreac

ଓଡିଆ ବାଇବେଲ

9 ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

9 ଆମ ଧର୍ମବିଶ୍ୱାସର ପ୍ରକାଶିତ ତତ୍ତ୍ୱଗୁଡ଼ିକୁ ସେମାନେ ନିର୍ମଳ ବିବେକରେ ଦୃଢ଼ ଭାବରେ ବିଶ୍ୱାସ କରୁଥିବେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;

Faic an caibideil Dèan lethbhreac




୧ ତୀମଥି 3:9
4 Iomraidhean Croise  

ବିଶ୍ୱାସ ଜାରି ରଖ। ଯାହା ଠିକ୍ ବୋଲି ଭାବୁଛ, ତାହା କର। କେତେ ଲୋକ ଏହା କରି ନାହାନ୍ତି। ତେଣୁ ସେମାନଙ୍କର ବିଶ୍ୱାସ ନଷ୍ଟ ହୋଇଛି।


ଏହି ପ୍ରେମ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ୟକ ଓ ସେମାନେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସେମାନଙ୍କ ସତ୍ୟ ବିଶ୍ୱାସ ତାହାଙ୍କଠାରେ ଥିବା ଦରକାର।


ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।


Lean sinn:

Sanasan


Sanasan