୧ ତୀମଥି 4:8 - ପବିତ୍ର ବାଇବଲ8 ନିଜ ଶରୀର ସାଧନା ଅନେକାଂଶରେ ତୁମ୍ଭକୁ ସାହାଯ୍ୟ କରେ। କିନ୍ତୁ ପରମେଶ୍ୱରଙ୍କ ଉପାସନା କରିବା ଦ୍ୱାରା ତାହା ସମସ୍ତ ବିଷୟରେ ତୁମ୍ଭକୁ ସାହାଯ୍ୟ କରେ। ଏହା ବର୍ତ୍ତମାନର ଜୀବନରେ ଓ ଭବିଷ୍ୟତରେ ଜୀବନରେ ମଧ୍ୟ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ। Faic an caibideilପବିତ୍ର ବାଇବଲ (Re-edited) - (BSI)8 କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ଵରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ। Faic an caibideilଓଡିଆ ବାଇବେଲ8 କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ୱରପରାୟଣତା ଏହିକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ । Faic an caibideilପବିତ୍ର ବାଇବଲ (CL) NT (BSI)8 ଶାରୀରିକ ବ୍ୟାୟାମର ଆବଶ୍ୟକତା ରହିଛି। କିନ୍ତୁ ଆଧ୍ୟାତ୍ମିକ ସାଧନା ସର୍ବତୋଭାବେ ଉପାଦେୟ, କାରଣ ଏଥିଦ୍ୱାରା ମନୁଷ୍ୟ ଉଭୟ ଇହଲୋକ ଓ ପରଲୋକରେ ଜୀବନ୍ତ ହୋଇ ରହିବ ବୋଲି ପ୍ରତିଶ୍ରୁତି ପାଇଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ। Faic an caibideil |
ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି।