୧ ତୀମଥି 5:13 - ପବିତ୍ର ବାଇବଲ13 ସେହି ଯୁବତୀ ବିଧବାମାନେ ଘରକୁ ଘର ଅଯଥାରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସେମାନେ ବଚସା କରିବା ଓ ଅନ୍ୟଲୋକଙ୍କ ଜୀବନ ବିଷୟରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ୍ କଥାଗୁଡ଼ିକ କୁହନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଆଳସ୍ୟ-ପ୍ରିୟ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟପ୍ରିୟ ନୁହେଁ, ମାତ୍ର ଅସାର ଗଳ୍ପ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି। Faic an caibideilଓଡିଆ ବାଇବେଲ13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନାବଶ୍ୟକ କଥାବାର୍ତ୍ତା କରନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)13 ଏମାନେ ଘରକୁ ଘର ବୁଲି ସମୟର ଅପଚୟ କରନ୍ତି - ଅଧିକନ୍ତୁ ବାଜେ ଗପ ଓ ପରଚର୍ଚ୍ଚା କରି ଅକଥ୍ୟ କଥା ସବୁ କହନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି। Faic an caibideil |
ମୁଁ ସେଠାରୁ ଆସିଲେ, ଦିୟତ୍ରିଫାର କାର୍ଯ୍ୟ ବିଷୟରେ କଥାବାର୍ତ୍ତା କରିବି। ସେ ଆମ୍ଭମାନଙ୍କ ବିଷୟରେ ମିଥ୍ୟା ଓ ମନ୍ଦ କଥାମାନ କହୁଛି। ଏହାଛଡ଼ା, ସେ ଖ୍ରୀଷ୍ଟଙ୍କ ପାଇଁ ସେବା କରୁଥିବା ଭାଇମାନଙ୍କୁ ମଧ୍ୟ ସାହାଯ୍ୟ କରୁ ନାହିଁ। ଯେଉଁମାନେ ସେହି ଭାଇମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ମଧ୍ୟ ସେ ମନା କରୁଛି। ସେ ସେମାନଙ୍କୁ ମଣ୍ଡଳୀରୁ ବାହାର କରିଦିଏ।