୧ ତୀମଥି 5:19 - ପବିତ୍ର ବାଇବଲ19 ଯେଉଁ ଲୋକ ଜଣେ ପ୍ରାଚୀନ ବିରୁଦ୍ଧରେ ନିନ୍ଦା କରେ, ଓ ତା’ ସହିତ ଯଦି ଅନ୍ୟ ଦୁଇ ବା ତିନି ଜଣ ଲୋକ ମଧ୍ୟ ପ୍ରାଚୀନ ଲୋକ ଭୁଲ୍ କରିଛନ୍ତି ବୋଲି କୁହନ୍ତି, ତା'ହେଲେ ଯାଇ ସେ ଲୋକର କଥା ତୁମ୍ଭେ ଶୁଣିବ। Faic an caibideilପବିତ୍ର ବାଇବଲ (Re-edited) - (BSI)19 ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ। Faic an caibideilଓଡିଆ ବାଇବେଲ19 ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ । Faic an caibideilପବିତ୍ର ବାଇବଲ (CL) NT (BSI)19 ଦୁଇ ବା ତିନି ଜଣ ସାକ୍ଷୀ ନ ଥାଇ ମଣ୍ଡଳୀର ଜଣେ ବୟୋଜ୍ୟେଷ୍ଠ ନେତା ବିରୁଦ୍ଧରେ କୌଣସି ଅଭିଯୋଗ ବିଚାରକୁ ନିଅ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ। Faic an caibideil |