୧ ତୀମଥି 5:23 - ପବିତ୍ର ବାଇବଲ23 ତୀମଥି, ତୁମ୍ଭେ କେବଳ ପାଣି ପିଉଛ। ତାହା ବନ୍ଦ କରି କିଛି ଦ୍ରାକ୍ଷାରସ ମଧ୍ୟ ପିଅ। ଏହା ତୁମ୍ଭ ପେଟ ପାଇଁ ଦରକାର, ଓ ତୁମ୍ଭେ ବାରମ୍ବାର ବେମାର ପଡ଼ିବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)23 ଆଉ କେବଳ ଜଳ ପାନ ନ କରି ତୁମ୍ଭର ଉଦର ରୋଗ ଓ ବାରମ୍ଵାର ଅସ୍ଵାସ୍ଥ୍ୟ ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର। Faic an caibideilଓଡିଆ ବାଇବେଲ23 ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର । Faic an caibideilପବିତ୍ର ବାଇବଲ (CL) NT (BSI)23 କେବଳ ଜଳପାନ ନ କରି, ତୁମର ଜୀର୍ଣ୍ଣଶକ୍ତି ବୃଦ୍ଧି କରିବାକୁ ଅଳ୍ପ ମାତ୍ରାରେ ଦ୍ରାକ୍ଷାରସ ପାନ କର, କାରଣ ତୁମେ ବାରମ୍ବାର ଅସୁସ୍ଥ ହୋଇ ପଡୁଛ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର। Faic an caibideil |