Biblia Todo Logo
Bìoball air-loidhne

- Sanasan -




୧ ତୀମଥି 5:9 - ପବିତ୍ର ବାଇବଲ

9 ବିଧବା ତାଲିକା (ସେବାକାର୍ଯ୍ୟରେ) ଆହୁରି ମଧ୍ୟ ଯୋଗ କରାଯାଇପାରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତା'ଠାରୁ ଅଧିକ ବୟସର ହୋଇଥିବେ। ସେ କେବଳ ସ୍ୱାମୀର ବିଶ୍ୱସ୍ତ ହୋଇଥିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ ଊଣା ନୁହେଁ,

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

9 ନିମ୍ନଲିଖିତ ଯୋଗ୍ୟତା ଥିବା ବିଧବାମାନଙ୍କୁ ଏକ ତାଲିକାଭୁକ୍ତ କର - ଯେଉଁମାନଙ୍କ ବୟସ ଷାଠିଏ ବର୍ଷରୁ ଉଦ୍ଧ୍ୱର୍, ଯେଉଁମାନେ ଥରେ ମାତ୍ର ବିବାହ କରିଥିବେ,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ,

Faic an caibideil Dèan lethbhreac




୧ ତୀମଥି 5:9
10 Iomraidhean Croise  

ତା'ପରେ ସେହି ବ୍ୟକ୍ତି ନୂତନ ପ୍ରସ୍ତର ନେଇ କାନ୍ଥରେ ବସାଇବ ଓ କାନ୍ଥ ଉପରେ ସବୁ ନୂତନ ଲେପ ଲଗାଇବ।


ଯେଉଁମାନେ ବିଶେଷ ସେବକ ହେବେ, ସେମାନଙ୍କର କେବଳ ଗୋଟିଏ ପତ୍ନୀ ଥିବ। ସେମାନେ ନିଜ ସନ୍ତାନସନ୍ତତି ଓ ପରିବାରକୁ ଭଲ ନେତୃତ୍ୱ ଦେଇପାରୁଥିବେ।


ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।


କିନ୍ତୁ ଯୁବତୀ ବିଧବାମାନଙ୍କୁ ସେହି ତାଲିକାଭୁକ୍ତ କର ନାହିଁ। ସେମାନେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ସମର୍ପିତ ହେବା ପରେ ମଧ୍ୟ ନିଜର ପ୍ରବଳ କାମାଭିଳାଷ ଯୋଗୁଁ ତାହାଙ୍କଠାରୁ ଦୂରକୁ ଆକର୍ଷିତ ହୋଇ ପାରନ୍ତି। ତା'ପରେ ସେମାନେ ପୁଣି ଥରେ ବିବାହ କରିବାକୁ ଇଚ୍ଛା କରନ୍ତି।


ଅତଏବ ଯୁବତୀମାନେ ବିବାହ କରନ୍ତୁ ସେମାନଙ୍କର ପିଲା-ଛୁଆ ହୁଅନ୍ତୁ ଏବଂ ସେମାନେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଗ୍ଭହେଁ। ଯଦି ସେମାନେ ଏପରି କରିବେ, ତା'ହେଲେ ଆମ୍ଭ ଶତ୍ରୁମାନେ ସେମାନଙ୍କୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।


ଯଦି ଜଣେ ବିଶ୍ୱାସୀ ସ୍ତ୍ରୀଲୋକର ପରିବାରରେ ବିଧବାମାନେ ଅଛନ୍ତି, ତା'ହେଲେ ସେମାନଙ୍କର ସେ ନିଜେ ଯତ୍ନ ନେବା ଦରକାର। ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ୍ ନୁହେଁ। ତା'ପରେ ମଣ୍ଡଳୀ କେବଳ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନେବାରେ ସକ୍ଷମ ହେବ।


Lean sinn:

Sanasan


Sanasan