୨ ପିତର 1:5 - ପବିତ୍ର ବାଇବଲ5 ଯେହେତୁ ଏହି ଆଶୀର୍ବାଦଗୁଡ଼ିକ ତୁମ୍ଭଠାରେ ଅଛି, ତେଣୁ ତୁମ୍ଭେ ନିଜ ଜୀବନରେ ଏଗୁଡ଼ିକ ଅଧିକ ପାଇବା ପାଇଁ ପାରୁପର୍ଯ୍ୟନ୍ତ ପରିଶ୍ରମ କରିବା ଉଚିତ୍। ନିଜ ବିଶ୍ୱାସରେ ଉତ୍ତମ ଗୁଣ, ନିଜ ଉତ୍ତମଗୁଣରେ ଜ୍ଞାନ, Faic an caibideilପବିତ୍ର ବାଇବଲ (Re-edited) - (BSI)5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯନି ସହକାରେ ବିଶ୍ଵାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ, Faic an caibideilଓଡିଆ ବାଇବେଲ5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ, Faic an caibideilପବିତ୍ର ବାଇବଲ (CL) NT (BSI)5 ଏଥିପାଇଁ ତୁମ ବିଶ୍ୱାସ ସହିତ ସଦଗୁଣ; ସଦ୍ଗୁଣ ସହିତ ଜ୍ଞାନ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍ଗୁଣ, ସଦ୍ଗୁଣ ଦ୍ୱାରା ଜ୍ଞାନ, Faic an caibideil |
ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ: ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ;