୨ ପିତର 2:6 - ପବିତ୍ର ବାଇବଲ6 ପରମେଶ୍ୱର ଦଣ୍ଡ ସ୍ୱରୂପେ ଦୁଷ୍ଟ ନଗରୀ ସଦୋମ ଓ ଗମୋରାକୁ ପୋଡ଼ି ପାଉଁଶ କରିଦେଇଥିଲେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେମାନଙ୍କ ପ୍ରତି କ’ଣ ଘଟିବ, ଏହି ନଗରଗୁଡ଼ିକ ତାହାର ଉଦାହରଣ ସ୍ୱରୂପ ଅଟେ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ଵଂସ ପାଇବା ନିମନ୍ତେ ଦଣ୍ତାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ଵରୂପ କଲେ, Faic an caibideilଓଡିଆ ବାଇବେଲ6 ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ, Faic an caibideilପବିତ୍ର ବାଇବଲ (CL) NT (BSI)6 ଈଶ୍ୱର ସଦୋମ ଓ ଗମୋରା ନଗରଦ୍ୱୟକୁ ଦଣ୍ଡଧାନ କରି ଅଗ୍ନିରେ ଧ୍ୱଂସ କଲେ ଓ ଅଧାର୍ମିକମାନଙ୍କ ପ୍ରତି କଅଣ ଘଟିବ, ଏହି ଦୁଇ ନଗରୀକୁ ତା’ର ଦୃଷ୍ଟାନ୍ତ ସ୍ୱରୂପ ରଖିଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ, Faic an caibideil |
ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମୋୟାବ ଓ ଅମ୍ମୋନର ଲୋକମାନେ ସଦୋମ ଓ ହମୋରା ପରି ଧ୍ୱଂସ ହେବେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସେମାନଙ୍କର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହେବ। ସେମାନଙ୍କର ଭୂମିରେ ଅନାବନା ଗଛ ବ୍ୟାପିଯିବ। ମରୁସାଗର ପରି ସେମାନଙ୍କର ଭୁମି ଲବଣାକ୍ତ ହେବ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫେରି ପାଇବେ।”
ପ୍ରଭୁ ପ୍ରତ୍ୟେକ ଲୋକଙ୍କର ବିଗ୍ଭର କରିବେ। ସେ ପରମେଶ୍ୱରଙ୍କ ବିରୋଧୀ ପ୍ରତ୍ୟେକ ଲୋକଙ୍କୁ ବିଗ୍ଭର କରିବାକୁ ଓ ଦଣ୍ଡ ଦେବାକୁ ଆସୁଛନ୍ତି। ସେ ପରମେଶ୍ୱରଙ୍କର ବିରୁଦ୍ଧରେ ଦୁଷ୍କର୍ମ କରିଥିବା ପ୍ରତ୍ୟେକ ଲୋକଙ୍କୁ ଦଣ୍ଡ ଦେବେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେହି ପାପୀମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ପରମେଶ୍ୱରଙ୍କ ବିରୁଦ୍ଧରେ ମନ୍ଦକଥା କହିବା ହେତୁ ସେ ସେମାନଙ୍କୁ ଦଣ୍ଡ ଦେବେ।”
“ହେ କଫର୍ନାହୂମ! ତୁ କ’ଣ ଭାବୁଛୁ ତୋତେ ସ୍ୱର୍ଗୀୟ ଗୌରବ ଦେବା ପାଇଁ ସ୍ୱର୍ଗକୁ ଉଠାଇ ନିଆଯିବ? ନା, ତୁମ୍ଭକୁ ପାତାଳରେ ନିକ୍ଷେପ କରାଯିବ। ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ ତୋର ଅଞ୍ଚଳରେ କରାଯାଇଛି, ସେଗୁଡ଼ିକ ଯଦି ସଦୋମରେ କରାଯାଇ ଥା’ନ୍ତା।, ତେବେ ସେଠାକାର ବାସିନ୍ଦା ପାପ କରିବା ବନ୍ଦ କରି ଦେଇଥାଆନ୍ତେ ଓ ସେ ନଗର ଏ ପର୍ଯ୍ୟନ୍ତ ତିଷ୍ଠି ରହି ପାରିଥା’ନ୍ତା।