୨ ପିତର 3:3 - ପବିତ୍ର ବାଇବଲ3 ପ୍ରଥମେ, ଶେଷ ଦିନଗୁଡ଼ିକରେ କ’ଣ କ’ଣ ଘଟିବ, ସେଗୁଡ଼ିକ ବୁଝିବା ତୁମ୍ଭର ଦରକାର। ଲୋକେ ତୁମ୍ଭକୁ ପରିହାସ କରିବେ। ସେମାନେ ନିଜ ଇଚ୍ଛାରେ ମନ୍ଦ କାର୍ଯ୍ୟ କରି ଜୀବନଧାରଣ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ, Faic an caibideilଓଡିଆ ବାଇବେଲ3 ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ, Faic an caibideilପବିତ୍ର ବାଇବଲ (CL) NT (BSI)3 ସର୍ବପ୍ରଥମେ ତୁମ୍ଭେମାନେ ଜାଣି ରଖିବା ଉଚିତ ଯେ, ଏହି ଶେଷ ଦିନମାନଙ୍କରେ କେତେକେ କେବଳ ନିଜର କୁପ୍ରବୃତ୍ତି ଦ୍ୱାରା ଚଳିତ ହେବେ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ, Faic an caibideil |
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ।