2 ଶାମୁୟେଲ 1:1 - ପବିତ୍ର ବାଇବଲ1 ଅମାଲେକୀୟମାନଙ୍କୁ ମାରିସାରିବା ପରେ ଦାଉଦ ସିକ୍ଳଗ୍କୁ ଫେରି ଆସିଲେ। ଏହା ଠିକ୍ ଶାଉଲଙ୍କର ମୃତ୍ୟୁ ପରେ ପରେ, ଦାଉଦ ସେଠାରେ ମାତ୍ର ଦୁଇ ଦିନ ରହିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଶାଉଲଙ୍କ ମୃତ୍ୟୁ ସମୟକୁ ଦାଉଦ ଅମାଲେକୀୟ-ମାନଙ୍କ ବଧକରଣରୁ ଫେରି ଆସିଲେ ଓ ଦାଉଦ ସିକ୍ଲଗ୍ରେ ଦୁଇ ଦିନ ମାତ୍ର ରହିଥିଲେ। Faic an caibideilଓଡିଆ ବାଇବେଲ1 ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧକରି ଫେରି ସିକ୍ଲଗ୍ ନଗରରେ ଦୁଇ ଦିନ ରହିଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧ କରି ଫେରି ସିକ୍ଲଗ୍ ନଗରରେ ଦୁଇ ଦିନ ରହିଲେ। Faic an caibideil |
ଶାଉଲ ତାଙ୍କର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ଖଣ୍ତା ବାହାର କରି ତୁମ୍ଭର ଖଣ୍ଡାରେ ମୋତେ ହତ୍ୟା କର। ତାହାହେଲେ ଅସୁନ୍ନତ ଲୋକମାନେ ଆସି ମୋତେ ଗାଳି ଦେବେ ନାହିଁ କିମ୍ବା ହତ୍ୟା କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କର ଅସ୍ତ୍ରବାହକ ଦାସ ବହୁତ ଭୟଭୀତ ହୋଇଗଲା ଏବଂ ଶାଉଲଙ୍କୁ ହତ୍ୟା କରିବାକୁ ମନା କଲା। ତେଣୁ ଶାଉଲ ତାଙ୍କର ନିଜର ଖଣ୍ତା ବାହାର କଲେ ଓ ନିଜେ ନିଜକୁ ହତ୍ୟା କଲେ।