Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 2:2 - ପବିତ୍ର ବାଇବଲ

2 ତେଣୁ ଦାଉଦ ଓ ତାଙ୍କର ଦୁଇ ଜଣ ସ୍ତ୍ରୀଙ୍କ ସହିତ ହିବ୍ରୋଣକୁ ଗଲେ। ତାଙ୍କର ସ୍ତ୍ରୀମାନେ ଥିଲେ ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ସ୍ତ୍ରୀ ଅବୀଗଲ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଏଣୁ ଦାଉଦ ଓ ତାଙ୍କର ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଏହି ଦୁଇ ଭାର୍ଯ୍ୟା ସେସ୍ଥାନକୁ ଗଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଏଣୁ ଦାଉଦ ଓ ତାଙ୍କର ଦୁଇ ଭାର୍ଯ୍ୟା ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ସେହି ସ୍ଥାନକୁ ଗଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଣୁ ଦାଉଦ ଓ ତାଙ୍କର ଦୁଇ ଭାର୍ଯ୍ୟା ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ସେହି ସ୍ଥାନକୁ ଗଲେ।

Faic an caibideil Dèan lethbhreac




2 ଶାମୁୟେଲ 2:2
5 Iomraidhean Croise  

କର୍ମିଲୀୟ ନାବ‌ଲ୍‌ର ସ୍ତ୍ରୀ ଅବୀଗ‌ଲ୍‌ଙ୍କଠାରୁ ଜନ୍ମ ହେଲେ ଦ୍ୱିତୀୟ ପୁତ୍ର କିଲାବ୍ ଏବଂ ତୃତୀୟ ପୁତ୍ର ହେଲେ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାରର ପୁତ୍ର।


ଦାଉଦ ଏବଂ ତାଙ୍କର ଲୋକମାନେ ଏବଂ ସେମାନଙ୍କର ପରିବାରମାନଙ୍କ ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ। ଦାଉଦଙ୍କ ସହିତ ତାଙ୍କର ଦୁଇଜଣ ସ୍ତ୍ରୀ ବାସ କଲେ। ସେମାନେ ହେଲେ ଯିଷ୍ରିୟେଲୀରୁ ଅହୀନୋୟମ ଓ କର୍ମିଲର ଅବୀଗଲ। ଅବୀଗଲ ନାବଲର ବିଧବା ଥିଲା।


ଅମାଲେକୀୟମାନେ ମଧ୍ୟ ଦାଉଦଙ୍କର ଦୁଇ ସ୍ତ୍ରୀକୁ ନେଇ ଯାଇଅଛନ୍ତି। ଅହୀନମ୍ ଯିଷ୍ରିୟେଲୀୟା ଓ କର୍ମିଲୀୟ ନାବଲର ସ୍ତ୍ରୀ ଅବୀଗଲ।


Lean sinn:

Sanasan


Sanasan