Biblia Todo Logo
Bìoball air-loidhne

- Sanasan -




2 ଶାମୁୟେଲ 2:3 - ପବିତ୍ର ବାଇବଲ

3 ଦାଉଦ ତାଙ୍କର ଲୋକମାନଙ୍କୁ ଓ ସେମାନଙ୍କର ପରିବାରବର୍ଗମାନଙ୍କୁ ସାଙ୍ଗରେ ନେଇଗଲେ। ଏବଂ ସେମାନେ ସମସ୍ତେ ସେହି ହିବ୍ରୋଣ ସହରରେ ଓ ତା'ର ପାଖାପାଖି ସହରରେ ବାସ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଆଉ ଦାଉଦ ଆପଣା ସଙ୍ଗୀମାନଙ୍କୁ ସେମାନଙ୍କ ପରିବାର ସମେତ ଆଣିଲେ; ତହିଁରେ ସେମାନେ ହିବ୍ରୋଣର ନଗରମାନରେ ବାସ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଆଉ ଦାଉଦ ମଧ୍ୟ ଆପଣା ସଙ୍ଗୀମାନଙ୍କୁ ପୁଣି ସେମାନଙ୍କର ପରିବାରବର୍ଗଙ୍କୁ ନେଲେ; ତହିଁରେ ସେମାନେ ହିବ୍ରୋଣର ନଗରମାନରେ ବାସ କଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ଦାଉଦ ମଧ୍ୟ ଆପଣା ସଙ୍ଗୀମାନଙ୍କୁ ପୁଣି ସେମାନଙ୍କର ପରିବାରବର୍ଗଙ୍କୁ ନେଲେ; ତହିଁରେ ସେମାନେ ହିବ୍ରୋଣର ନଗରମାନରେ ବାସ କଲେ।

Faic an caibideil Dèan lethbhreac




2 ଶାମୁୟେଲ 2:3
7 Iomraidhean Croise  

ହିବ୍ରୋଣ ସହରରେ ଦାଉଦଙ୍କ ନିକଟକୁ ଆସିଥିବା ଲୋକମାନଙ୍କର ସଂଖ୍ୟା ଏହିପରି ଥିଲା। ଏହି ଲୋକମାନେ ଯୁଦ୍ଧ ନିମନ୍ତେ ସଦା ପ୍ରସ୍ତୁତ ଥିଲେ। ସେମାନେ ଶାଉଲଙ୍କ ରାଜ୍ୟକୁ ଦାଉଦଙ୍କ ହସ୍ତରେ ଅର୍ପଣ କରିବାକୁ ଆସିଥିଲେ। ଏହା ହିଁ ଘଟିବ ବୋଲି ସଦାପ୍ରଭୁ କହିଥିଲେ। ସେମାନଙ୍କ ସଂଖ୍ୟା ଏହିପରି ଥିଲା।


ଦାଉଦଙ୍କ ସହିତ ବହୁତ ଲୋକ ଥିଲେ ଯେଉଁମାନେ ବିପଦରେ ଥିଲେ, ଯେଉଁମାନେ ଋଣଗ୍ରସ୍ତ ଥିଲେ, ଆଉ ଯେଉଁମାନେ ଜୀବନରେ ଶାନ୍ତି ପାଇ ନାହାନ୍ତି, ଏହିପରି ଲୋକମାନେ ଦାଉଦଙ୍କ ସାଥୀ ହେଲେ। ଏହିପରି ଭାବରେ ଦାଉଦ 400 ଲୋକଙ୍କର ନେତା ହେଲେ।


ତୃତୀୟ ଦିନ ଦାଉଦ ଏବଂ ତାଙ୍କର ଲୋକମାନେ ସିକ୍ଳ‌ଗ୍‌ରେ ପହଞ୍ଚିଲେ। ସେମାନେ ଦେଖିଲେ ଅମାଲେକୀୟମାନେ ସିକ୍ଳଗ ଆକ୍ରମଣ କରିଥିଲେ। ଅମାଲେକୀୟ ଲୋକମାନେ ନେଗେଭ ଆକ୍ରମଣ କରି ଓ ସିକ୍ଳ‌ଗ୍‌କୁ ଆକ୍ରମଣ କରି ସହରରେ ନିଆଁ ଲଗାଇ ଦେଇଥିଲେ।


Lean sinn:

Sanasan


Sanasan