୨ ତୀମଥି 2:16 - ପବିତ୍ର ବାଇବଲ16 ପରମେଶ୍ୱରଙ୍କଠାରୁ ଆସି ନ ଥିବା ନିରର୍ଥକ କଥାଗୁଡ଼ିକ କହୁଥିବା ଲୋକଙ୍କଠାରୁ ଦୂରରେ ରୁହ। ସେଭଳି କଥା ପରମେଶ୍ୱରଙ୍କଠାରୁ ଅଧିକରୁ ଅଧିକ ଦୂରେଇ ନେବ। Faic an caibideilପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ଅସାର ବକୁଆପଣରୁ ପୃଥକ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ, Faic an caibideilଓଡିଆ ବାଇବେଲ16 କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ, Faic an caibideilପବିତ୍ର ବାଇବଲ (CL) NT (BSI)16 ଯେଉଁ ଧର୍ମଭାବଶୂନ୍ୟ ନିର୍ବୋଧ ବାକ୍ୟାଳାପ ମନୁଷ୍ୟକୁ ଈଶ୍ୱରଙ୍କଠାରୁ ବିଚ୍ଛିନ୍ନ କରେ, ସେ ସବୁଠାରୁ ତୁମେ ଦୂରରେ ରୁହ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ, Faic an caibideil |
ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।