୨ ତୀମଥି 3:12 - ପବିତ୍ର ବାଇବଲ12 ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସପୂର୍ବକ ଜୀବନ ଅତିବାହିତ କରିବାକୁ ଗ୍ଭହୁଁଥିବା ପ୍ରତ୍ୟେକ ଲୋକ ନିର୍ଯ୍ୟାତିତ ହେବେ। ମନ୍ଦ ଲୋକେ ଓ ଅନ୍ୟମାନଙ୍କୁ ଠକୁଥିବା ଲୋକେ ମନ୍ଦରୁ ମନ୍ଦ ହୋଇଯିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ। Faic an caibideilଓଡିଆ ବାଇବେଲ12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ | Faic an caibideilପବିତ୍ର ବାଇବଲ (CL) NT (BSI)12 ଯେଉଁ ସମସ୍ତେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଈଶ୍ୱରପରାୟଣ ଜୀବନ ଯାପନ କରିବାକୁ ଇଚ୍ଛା କରିବେ, ସେମାନଙ୍କୁ ନିର୍ଯ୍ୟାତନାର ସମ୍ମୁଖୀନ ହେବାକୁ ପଡ଼ିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ। Faic an caibideil |
ତେଣୁ ମୁଁ ତୁମ୍ଭକୁ ଏହା କହୁଛି: ମୁଁ ତୁମ୍ଭକୁ ଭବିଷ୍ୟଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିବ, କ୍ରୁଶରେ ଚଢ଼ାଇ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭେମାନେ ସେମାନଙ୍କର ପଛେ ପଛେ ଯାଇ କେତେକଙ୍କୁ ତାଡ଼ନା କରିବ।
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।