୨ ତୀମଥି 3:7 - ପବିତ୍ର ବାଇବଲ7 ସେହି ସ୍ତ୍ରୀମାନେ ନୂତନ ଶିକ୍ଷାଗୁଡ଼ିକୁ ଶିଖିବାକୁ ସର୍ବଦା ଚେଷ୍ଟା କରନ୍ତି, କିନ୍ତୁ ସେମାନେ କେବେ ହେଲେ ସତ୍ୟକୁ ପୂର୍ଣ୍ଣ ଭାବରେ ବୁଝି ପାରନ୍ତି ନାହିଁ। ଯନ୍ନୀସ୍ ଓ ଯମ୍ବ୍ରୀସ୍ କଥା ମନେପକାଅ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ହେଁ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ। Faic an caibideilଓଡିଆ ବାଇବେଲ7 ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ । Faic an caibideilପବିତ୍ର ବାଇବଲ (CL) NT (BSI)7 ଯେଉଁମାନେ ସବୁବେଳେ ସତ୍ୟ ଜାଣିବାକୁ ଚେଷ୍ଟା କରୁଥାଆନ୍ତି, କିନ୍ତୁ ତା’ର ସନ୍ଧାନ ପାଆନ୍ତି ନାହିଁ, ଏଭଳି ସ୍ତ୍ରୀ ଲୋକମାନଙ୍କୁ ସେମାନେ ବଶୀଭୂତ କରନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ। Faic an caibideil |