୨ ତୀମଥି 3:8 - ପବିତ୍ର ବାଇବଲ8 ସେମାନେ ମୋଶାଙ୍କୁ ବିରୋଧ କରିଥିଲେ। ସେହିଭଳି ଏହି ଲୋକମାନେ ମଧ୍ୟ ସତ୍ୟର ବିରୋଧ କରନ୍ତି, ସେମାନଙ୍କର ମନ ବିପଥଗାମୀ। ଈଶ୍ୱର ବିଶ୍ୱାସର ଅନୁସରଣ କରିବାରେ ଏମାନେ ବିଫଳ ହୋଇଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)8 ଆଉ ଯେପରି ଯନ୍ନୀସ୍ ଓ ଯମ୍ଵ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି; ଏମାନେ ଭ୍ରଷ୍ଟମନା ହୋଇ ବିଶ୍ଵାସ ସମ୍ଵନ୍ଧରେ ପ୍ରମାଣସିଦ୍ଧ ନୁହନ୍ତି। Faic an caibideilଓଡିଆ ବାଇବେଲ8 ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)8 ଯନ୍ନୀସ ଓ ସମ୍ବ୍ରୀସ୍ ଯେପରି ମୋଶାଙ୍କ ବିରୁଦ୍ଧାଚରଣ କରିଥିଲେ, ସେହିପରି ଅନ୍ତିମ କାଳରେ ଏହି ଦୁରାଚାରୀମାନେ ସତ୍ୟର ବିରୋଧ କରିବେ - ସେମାନଙ୍କ ମସ୍ତିଷ୍କ-ବିକୃତି ଘଟିଛି ଏବଂ ସେମାନଙ୍କର ଧର୍ମବିଶ୍ୱାସ ବିଫଳ ହୋଇଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି। Faic an caibideil |