୨ ତୀମଥି 4:10 - ପବିତ୍ର ବାଇବଲ10 ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମୋତେ ଛାଡ଼ି ଗ୍ଭଲିଗଲେ। ସେ ଥେସଲନୀକୀକୁ ଯାଇଛନ୍ତି। କ୍ରେସ୍କେନ୍ସ୍ ଗାଲାତୀଆକୁ, ତୀତସ୍ ଦଲ୍ମତିଆକୁ ଯାଇଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି; କ୍ରେସ୍କେନ୍ସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି। Faic an caibideilଓଡିଆ ବାଇବେଲ10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି କ୍ରେସ୍କେନସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)10 ଦୀମା ସାଂସାରିକ ମୋହମାୟାରେ ପଡ଼ି ମୋତେ ପରିତ୍ୟାଗ କରିଛି। ସେ ବର୍ତ୍ତମାନ ଥେସଲନିକାରେ। କ୍ରେସ୍କେନ୍ସ ଗାଲାତିଆକୁ ଓ ତୀତସ ଡଲମାତିଆକୁ ଚାଲିଯାଇଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି। Faic an caibideil |
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।