୨ ତୀମଥି 4:20 - ପବିତ୍ର ବାଇବଲ20 ଏରାଷ୍ଟ କରିନ୍ଥ ନଗରଠାରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠାରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)20 ଏରାଷ୍ଟ କରିନ୍ଥରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତରେ ଛାଡ଼ିଦେଇ ଆସିଅଛି। Faic an caibideilଓଡିଆ ବାଇବେଲ20 ଏରାଷ୍ଟ କରିନ୍ଥରେ ରହିଅଛନ୍ତି, କିନ୍ତୁ ତ୍ରଫିମ୍ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତରେ ଛାଡ଼ିଦେଇ ଆସିଅଛି । Faic an caibideilପବିତ୍ର ବାଇବଲ (CL) NT (BSI)20 ଇଗଷ୍ଟସ୍ କରିନ୍ଥରେ ରହି ଯାଇଛନ୍ତି। ଟ୍ରୋଫିମସ୍ଙ୍କୁ ତାଙ୍କ ଅସୁସ୍ଥତା ଲାଗି ମୁଁ ମିଲିଟସ୍ରେ ଛାଡ଼ି ଆସିଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି। Faic an caibideil |