୨ ତୀମଥି 4:4 - ପବିତ୍ର ବାଇବଲ4 ଲୋକେ ସତକଥା ଶୁଣିବା ବନ୍ଦ କରିଦେବେ। ମିଛ କାହାଣୀର ଶିକ୍ଷାଗୁଡ଼ିକ ଅନୁସରଣ କରିବାକୁ ସେମାନେ ଆରମ୍ଭ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ। Faic an caibideilଓଡିଆ ବାଇବେଲ4 ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ । Faic an caibideilପବିତ୍ର ବାଇବଲ (CL) NT (BSI)4 ସତ୍ୟ ପ୍ରତି ବିମୁଖ ହୋଇ ସେମାନେ ମନଗଢ଼ା ଗଳ୍ପ କିମ୍ବଦନ୍ତୀ ଶୁଣିବାକୁ ବ୍ୟଗ୍ର ହେବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ। Faic an caibideil |
କାରଣ ସେମାନଙ୍କର (ଲୋକମାନଙ୍କର) ହୃଦୟ କଠୋର ହୋଇ ଯାଇଛି। ସେମାନଙ୍କର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ୟକୁ ଦେଖିବା ପାଇଁ ମନା କରି ଦେଇଛନ୍ତି। ଫଳରେ ସେମାନେ ତାହାଙ୍କ ଆଖିରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନରେ କିଛି ଶୁଣି ପାରିବେ ନାହିଁ, କିମ୍ବା ହୃଦୟରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହେବା ପାଇଁ ସେମାନେ ମୋ’ ପାଖକୁ ଆସିବେ ନାହିଁ।’