୨ ତୀମଥି 4:6 - ପବିତ୍ର ବାଇବଲ6 ମୋ’ ଜୀବନ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିଦେଇଛି। ମୋ’ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ଯୁଦ୍ଧ ଲଢ଼ିଛି। Faic an caibideilପବିତ୍ର ବାଇବଲ (Re-edited) - (BSI)6 କାରଣ ଏବେ ହେଁ ମୋʼର ପ୍ରାଣ ଆହୁତି ପରି ଢଳାଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ। Faic an caibideilଓଡିଆ ବାଇବେଲ6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ । Faic an caibideilପବିତ୍ର ବାଇବଲ (CL) NT (BSI)6 ମୋର ଜୀବନକୁ ବଳି ଦେଇ ଏଇ ମରଧାମ ତ୍ୟାଗ କରିବାର ବେଳ ଆସିଲାଣି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ। Faic an caibideil |
“ମୋର ମୃତ୍ୟୁ ସମୟ ନିକଟ ହେଲାଣି। ତୁମ୍ଭେମାନେ ଜାଣ ଏବଂ ଭଲ ଭାବରେ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ କିପରି ସହାୟତା ଦେଇଛନ୍ତି। ଏବଂ ତୁମ୍ଭ ପାଇଁ କ’ଣ କରିଛନ୍ତି। ସେ ଯାହା କହିଛନ୍ତି ସେ ତାହା ଦେଇଛନ୍ତି। ସଦାପ୍ରଭୁ ତାଙ୍କର ସବୁ ଉତ୍ତମ ପ୍ରତିଜ୍ଞା ପୂରଣ କରିଛନ୍ତି, ଯାହା ସେ ତୁମ୍ଭ ସହିତ ପ୍ରତିଜ୍ଞା କରିଥିଲେ। ଆମ୍ଭକୁ ସବୁ ଦେଇଛନ୍ତି ସେ ଯାହାସବୁ ଆମ୍ଭ ସହିତ ପ୍ରତିଜ୍ଞା କରିଛନ୍ତି।