Biblia Todo Logo
Bìoball air-loidhne

- Sanasan -




୨ ତୀମଥି 4:9 - ପବିତ୍ର ବାଇବଲ

9 ଯେତେଶୀଘ୍ର ସମ୍ଭବ ମୋ’ ସହିତ ଦେଖା କରିବାକୁ ଆସିବା ପାଇଁ ଚେଷ୍ଟା କର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଶୀଘ୍ର ମୋʼ ନିକଟକୁ ଆସିବାକୁ ଯନି କର;

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଶୀଘ୍ର ମୋ ନିକଟକୁ ଆସିବାକୁ ଚେଷ୍ଟା କର;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

9 ମୋ’ ନିକଟକୁ ଶୀଘ୍ର ଆସିବାକୁ ଯଥାସାଧ୍ୟ ଚେଷ୍ଟା କର।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଶୀଘ୍ର ମୋ ନିକଟକୁ ଆସିବାକୁ ଚେଷ୍ଟା କର;

Faic an caibideil Dèan lethbhreac




୨ ତୀମଥି 4:9
4 Iomraidhean Croise  

ଯଦି ତୁମ୍ଭେ ତୁମ୍ଭ ବିରୋଧୀ ସହିତ ବିଗ୍ଭରାଳୟକୁ ଯାଉଛ, ତେବେ ରାସ୍ତାରେ ତା’ ସହିତ ବୁଝାମଣା କରିବାକୁ ଚେଷ୍ଟା କର। ତା’ ନ ହେଲେ ସେ ତୁମ୍ଭକୁ ବିଗ୍ଭରପତିଙ୍କ ଆଗକୁ ଟାଣିନେବ। ବିଗ୍ଭରପତି ତୁମ୍ଭକୁ ଅଧିକାରୀଙ୍କ ହାତରେ ଦେଇଦେବେ ଏବଂ ଅଧିକାରୀ ତୁମ୍ଭକୁ କାରାଗାରରେ ବନ୍ଦୀ କରିବେ।


ତୁମ୍ଭେ ମୋ’ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ୱାସ ମୁଁ ମନେପକାଏ।


ଶୀତଦିନ ପୂର୍ବରୁ ମୋ’ ପାଖକୁ ଆସିବା ପାଇଁ ପୂର୍ଣ୍ଣ ଚେଷ୍ଟା କର। ଇଉବୁଲ, ପୁଦେ‌ନ୍‌ସ୍, ଲିନ, କ୍ଳୌଦିୟା ଓ ଅନ୍ୟସମସ୍ତ ଭାଇଭଉଣୀ ତୁମ୍ଭକୁ ନମସ୍କାର ଜଣାଇଛନ୍ତି।


ମୁଁ ତୁମ୍ଭମାନଙ୍କ ପାଖକୁ ଆର୍ତ୍ତେମା ଓ ତୁଖିକଙ୍କୁ ପଠାଇବି। ସେମାନଙ୍କୁ ପଠାଇଲା ପରେ ତୁମ୍ଭେ ନିକପଲିଠାରେ ମୋ’ ପାଖକୁ ଆସିବା ପାଇଁ ପ୍ରାଣପଣେ ଚେଷ୍ଟା କରିବ। ମୁଁ ଠିକ୍ କରିଛି ଯେ ଶୀତକାଳ ସେଠାରେ କଟାଇବି।


Lean sinn:

Sanasan


Sanasan