ଏଫିସୀୟ 3:4 - ପବିତ୍ର ବାଇବଲ4 ସେଗୁଡ଼ିକ ଯଦି ତୁମ୍ଭେମାନେ ପଢ଼, ତା'ହେଲେ ଦେଖିବ ଯେ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଗୁପ୍ତ ସତ୍ୟ ବିଷୟରେ ମୁଁ ପ୍ରକୃତରେ ବୁଝିଛି। Faic an caibideilପବିତ୍ର ବାଇବଲ (Re-edited) - (BSI)4 ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ଵରେ ମୋର ଜ୍ଞାନର ପରିଚୟ ପାଇ ପାର, Faic an caibideilଓଡିଆ ବାଇବେଲ4 ତାହା ପଢି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋର ଜ୍ଞାନର ପରିଚୟ ପାଇ ପାର; Faic an caibideilପବିତ୍ର ବାଇବଲ (CL) NT (BSI)4 ତାହା ପଢ଼ିଲେ, ଖୀଷ୍ଟଙ୍କ ନିଗୂଢ଼ ତତ୍ତ୍ୱ ସମ୍ବନ୍ଧରେ ମୁଁ ଯାହା ବୁଝିଛି, ତାହା ତୁମ୍ଭେମାନେ ଜାଣି ପାରିବ।) Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର; Faic an caibideil |
ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।