Biblia Todo Logo
Bìoball air-loidhne

- Sanasan -




ଏଷ୍ଟର 3:3 - ପବିତ୍ର ବାଇବଲ

3 ଏଣୁ ରାଜଦ୍ୱାର-ବର୍ତ୍ତୀ ରାଜାର ଦାସଗଣ ମର୍ଦ୍ଦଖୟକୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଏଣୁ ରାଜଦ୍ଵାରବର୍ତ୍ତୀ ରାଜାର ଦାସଗଣ ମର୍ଦ୍ଦଖୟକୁ କହିଲେ, ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଏଣୁ ରାଜଦ୍ୱାରବର୍ତ୍ତୀ ରାଜାଙ୍କ ଦାସଗଣ ମର୍ଦ୍ଦଖୟଙ୍କୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ” ?

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଣୁ ରାଜଦ୍ୱାରବର୍ତ୍ତୀ ରାଜାଙ୍କ ଦାସଗଣ ମର୍ଦ୍ଦଖୟଙ୍କୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”

Faic an caibideil Dèan lethbhreac




ଏଷ୍ଟର 3:3
5 Iomraidhean Croise  

କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ ମର୍ଦ୍ଦଖୟ ରାଜ ଦ୍ୱାରରେ ବସିଲା।


ତହିଁରେ ରାଜାର ଯେତେ ଦାସ ରାଜଦ୍ୱାରରେ ଥିଲେ, ସେ ସମସ୍ତେ ନତ ହୋଇ ହାମ‌ନ୍‌କୁ ପ୍ରଣାମ କଲେ। କାରଣ ରାଜା ତାହା ବିଷୟରେ ସେହିପରି ଆଜ୍ଞା ଦେଇଥିଲେ। ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ।


ଏହିପରି ସେମାନେ ପ୍ରତ୍ୟେକ ଦିନ କହିଲେ। ତଥାପି ସେ ସେମାନଙ୍କର କଥା ଶୁଣିଲା ନାହିଁ। ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମ‌ନ୍‌କୁ ତାହା ଜଣାଇଲେ। କାରଣ ମର୍ଦ୍ଦଖୟ ଯେକି ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା।


ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରୁଥିବାରୁ, ରାଜାଙ୍କ ଆଜ୍ଞା ମାନି ନ ଥିଲେ। ସେମାନେ ପୁତ୍ର ସନ୍ତାନକୁ ଜୀବିତ ରଖିଲେ।


Lean sinn:

Sanasan


Sanasan