ଯାତ୍ରା ପୁସ୍ତକ 24:3 - ପବିତ୍ର ବାଇବଲ3 ମୋଶା ସଦାପ୍ରଭୁଙ୍କ ନିୟମ ଏବଂ ଆଜ୍ଞା ସେମାନଙ୍କୁ ଜଣାଇଲେ। ଏହା ପରେ ସମସ୍ତ ଲୋକ ଏକ ସ୍ୱରରେ କହିଲେ, “ସଦାପ୍ରଭୁଙ୍କର ସମସ୍ତ ନିୟମଗୁଡ଼ିକ ଆମ୍ଭେମାନେ ପାଳନ କରିବୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଓ ଶାସନ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ଵରରେ ଉତ୍ତର କଲେ, ସଦାପ୍ରଭୁ ଯେସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା। Faic an caibideilଓଡିଆ ବାଇବେଲ3 ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକ ସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁ ସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହି ସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।” Faic an caibideil |