ଯାତ୍ରା ପୁସ୍ତକ 26:1 - ପବିତ୍ର ବାଇବଲ1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ପବିତ୍ର ତମ୍ବୁଟି ମୋଟା ନାଇଲନ ସୂତାର ଦଶ ଗୋଟି କପଡ଼ାରେ ନିର୍ମିତ ହେବ। ସେହି କପଡ଼ା ସବୁ ନୀଳ, ବାଇଗଣୀ ଓ ଲାଲ ସୂତାରେ ନିର୍ମିତ ହେବ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲେଇ କରାଯିବ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଆହୁରି ତୁମ୍ଭେ ଦଶ ଯବନିକା ଦ୍ଵାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ ଓ ନୀଳ ଓ ଧୂମ୍ର ଓ ସିନ୍ଦୂରଣବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ। Faic an caibideilଓଡିଆ ବାଇବେଲ1 ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପୀତ କିରୂବମାନଙ୍କର ଆକୃତି ରହିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ। Faic an caibideil |
ସଦାପ୍ରଭୁ ସେ ଦୁହିଁଙ୍କୁ ସ୍ୱତନ୍ତ୍ର ଜ୍ଞାନ କୌଶଳରେ ପରିପୂର୍ଣ୍ଣ କରିଛନ୍ତି, ସେମାନେ ଯେକୌଣସି କାର୍ଯ୍ୟମାନ କରି ପାରିବେ। ସେମାନେ କାଠ କାମ, ପିତ୍ତଳ ନିର୍ମିତ କର୍ମମାନ କରି ପାରିବେ। ସେମାନେ ସୁନ୍ଦର କାର୍ଯ୍ୟମାନ ଯଥା: ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମ ସୂତ୍ରରେ ସୂଚୀ କର୍ମରେ ଓ ତନ୍ତି କର୍ମମାନ କରିବା ନିମନ୍ତେ ଯାବତୀୟ କର୍ମରେ ସେମାନଙ୍କୁ ନିପୁଣ କରିଛନ୍ତି।