ଯାତ୍ରା ପୁସ୍ତକ 8:3 - ପବିତ୍ର ବାଇବଲ3 ନୀଳନଦୀ ସମ୍ପୂର୍ଣ୍ଣ ବେଙ୍ଗରେ ପରିପୂର୍ଣ୍ଣ ହେବ। ସେମାନେ ନଦୀରୁ ଆସି ତୁମ୍ଭର ଘରେ ପଶିବେ। ସେମାନେ ତୁମ୍ଭର ଶୟନ କକ୍ଷ ଓ ଶେଯରେ ପଡ଼ି ରହିବେ ଏବଂ ସେମାନେ ତୁମ୍ଭର ଅଧିକାରୀଗଣଙ୍କ ଓ ତୁମ୍ଭ ଲୋକମାନଙ୍କ ଗୃହରେ ପ୍ରବେଶ କରିବେ ଏବଂ ବେଙ୍ଗଗୁଡ଼ିକ ତୁମ୍ଭର ଜଳପାତ୍ର, ଅଧିକାରୀମାନଙ୍କର ଚୁଲ୍ଲୀରେ ପ୍ରବେଶ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ ଓ ଶୟନାଗାରରେଓ ଶଯ୍ୟାରେ ଓ ତୁମ୍ଭ ଦାସମାନଙ୍କ ଗୃହରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ତନ୍ଦୁରରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ; Faic an caibideilଓଡିଆ ବାଇବେଲ3 ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ; Faic an caibideil |