ଯିଶାଇୟ 1:1 - ପବିତ୍ର ବାଇବଲ1 ଆମୋସଙ୍କର ପୁତ୍ର ଯିଶାଇୟଙ୍କର ଦର୍ଶନ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଯାହାସବୁ ଘଟିଥିଲା ସେସବୁ ଯିଶାଇୟଙ୍କୁ ଦେଖାଇଲେ ଉଷିୟ, ଯୋଥମ୍, ଆହସ୍ ଓ ହିଜକିୟଙ୍କ ରାଜତ୍ୱ କାଳରେ ଯିହୁଦାରେ ଯାହାସବୁ ଘଟିଥିଲା ଯିଶାଇୟ ଦର୍ଶନ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ଅଧିକାର ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ। Faic an caibideilଓଡିଆ ବାଇବେଲ1 ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜାଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ରାଜତ୍ଵ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା-ରାଜାଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ରାଜତ୍ୱ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ। Faic an caibideil |
ମୁଁ ବୂଷିର ପୁତ୍ର ଯାଜକ ଯିହିଜିକଲ। କବାର ନଦୀ କୂଳରେ ମୁଁ ନିର୍ବାସିତ ଥିଲା ବେଳେ ଆକାଶ ଖୋଲିଗଲା ଏବଂ ତିରିଶତମ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲରେ ମୁଁ ପରମେଶ୍ୱରଙ୍କ ଦର୍ଶନ ପାଇଲି। ରାଜା ଯିହୋୟାଖୀନ୍ର ନିର୍ବାସିତ ହେବାର ପଞ୍ଚମ ବର୍ଷର ମାସର ପଞ୍ଚମ ଦିନରେ ଯାଜକ ଯିହିଜିକଲ ନିକଟକୁ ସଦାପ୍ରଭୁଙ୍କର ବାକ୍ୟ ଆସିଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କର ଶକ୍ତି ତାଙ୍କ ଉପରକୁ ଆସିଲା।