ଯିଶାଇୟ 1:13 - ପବିତ୍ର ବାଇବଲ13 “ତୁମ୍ଭେମାନେ ମୋତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ୟା, ସ୍ୱତନ୍ତ୍ର ପର୍ବ ଓ ବିଶ୍ରାମ ଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭେମାନେ ପବିତ୍ର ମହାସଭାରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା- ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ। Faic an caibideilଓଡିଆ ବାଇବେଲ13 ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ। Faic an caibideil |
“ହେ ଫାରୂଶୀଗଣ! ତୁମ୍ଭମାନଙ୍କୁ ଧିକ୍! ତୁମ୍ଭେମାନେ ସମସ୍ତ ବିଷୟରେ ଦଶମାଂଶ ପରମେଶ୍ୱରଙ୍କୁ ଦେଇଥାଅ। ପୋଦିନା, ଆରୁଦ ଓ ଏପରିକି ବଗିଗ୍ଭର ଅନ୍ୟାନ୍ୟ ଛୋଟ ଗ୍ଭରାର ମଧ୍ୟ ଦଶ ଭାଗରୁ ଭାଗେ ପରମେଶ୍ୱରଙ୍କୁ ଦେଇଥାଅ। କିନ୍ତୁ ଅନ୍ୟମାନଙ୍କ ପ୍ରତି ଦୟାପୂର୍ଣ୍ଣ ବ୍ୟବହାର କରିବାକୁ ଓ ପରମେଶ୍ୱରଙ୍କୁ ଭଲ ପାଇବାକୁ ତୁମ୍ଭେମାନେ ଭୁଲି ଯାଇଥାଅ। ତୁମ୍ଭମାନଙ୍କର ଏସବୁ କାର୍ଯ୍ୟ କରିବା ଉଚିତ୍। ତା’ ସହିତ ଦଶମାଂଶ ଦେବା ଏବଂ ଅନ୍ୟାନ୍ୟ କାର୍ଯ୍ୟ ମଧ୍ୟ ଗ୍ଭଲୁ ରଖିବା ଉଚିତ୍।