ଯିଶାଇୟ 1:7 - ପବିତ୍ର ବାଇବଲ7 “ତୁମ୍ଭମାନଙ୍କର ଦେଶ ଧ୍ୱଂସ ପ୍ରାପ୍ତ। ତୁମ୍ଭମାନଙ୍କର ନଗରଗୁଡ଼ିକ ଅଗ୍ନିରେ ଭସ୍ମିଭୂତ ହୋଇଅଛି। ତୁମ୍ଭମାନଙ୍କର ଦେଶ ଶତ୍ରୁମାନଙ୍କ ଦ୍ୱାରା ଅଧିକୃତ। ସୈନ୍ୟବାହିନୀ ଦ୍ୱାରା ଦେଶ ଧ୍ୱଂସ ହେଲାପରି ତୁମ୍ଭର ଦେଶ ଧ୍ୱଂସ ହୋଇଯାଇଛି। Faic an caibideilପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭମାନଙ୍କର ଦେଶ ଧ୍ଵଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀ-ମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ଵାରା ବିନଷ୍ଟ ହେବା ତୁଲ୍ୟ ଧ୍ଵଂସସ୍ଥାନ ହୋଇଅଛି। Faic an caibideilଓଡିଆ ବାଇବେଲ7 ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି। Faic an caibideil |