ଯିଶାଇୟ 1:9 - ପବିତ୍ର ବାଇବଲ9 ଏହା ସତ୍ୟ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା’ ନ ହୋଇଥିଲେ ଆମ୍ଭେମାନେ ସଦୋମ ଓ ହମୋରାର ପରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇଥା’ନ୍ତୁ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ। Faic an caibideilଓଡିଆ ବାଇବେଲ9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା’ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା’ନ୍ତୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ। Faic an caibideil |
ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷୟରେ ଶୁଣିଛି ଏବଂ ମୁଁ ପରମେଶ୍ୱରଙ୍କ ଭୟରେ ପରିପୂର୍ଣ୍ଣ ହୋଇଛି। ହେ ସଦାପ୍ରଭୁ, ଅତୀତରେ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ କରିଛ, ସେଥିରେ ମୁଁ ଆଶ୍ଚର୍ଯ୍ୟାନ୍ୱିତ। ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷୟରେ ଅନେକ ବଡ଼ କାର୍ଯ୍ୟ କରିବ। ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର। ତୁମ୍ଭର ସେହି କ୍ରୋଧିତ ଅବସ୍ଥାରେ ଆମ୍ଭ ପ୍ରତି ଦୟା କର। ସେଲା
ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମୋୟାବ ଓ ଅମ୍ମୋନର ଲୋକମାନେ ସଦୋମ ଓ ହମୋରା ପରି ଧ୍ୱଂସ ହେବେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସେମାନଙ୍କର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହେବ। ସେମାନଙ୍କର ଭୂମିରେ ଅନାବନା ଗଛ ବ୍ୟାପିଯିବ। ମରୁସାଗର ପରି ସେମାନଙ୍କର ଭୁମି ଲବଣାକ୍ତ ହେବ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫେରି ପାଇବେ।”