ଯିଶାଇୟ 11:3 - ପବିତ୍ର ବାଇବଲ3 ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହେବେ। ଏହି ପିଲା ନିଜ ଦୃଷ୍ଟି ବଳରେ ଲୋକମାନଙ୍କୁ ବିଗ୍ଭର କରିବ ନାହିଁ କିମ୍ବା ନିଜର ଶୁଣିବାନୁସାରେ ଅନୁଯୋଗ କରିବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣର ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ, Faic an caibideilଓଡିଆ ବାଇବେଲ3 ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ, Faic an caibideil |
ତା'ପରେ ଅନେକ ଗୋଷ୍ଠୀର ଲୋକମାନଙ୍କ ପାଇଁ ପରମେଶ୍ୱର ବିଗ୍ଭରକ ହେବେ ଓ ଦୂରଦେଶୀୟ ଅନେକ ଲୋକମାନଙ୍କୁ ତାଙ୍କର ଶେଷ ନିଷ୍ପତ୍ତି ଜଣାଇବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ତ୍ୟାଗ କରିବେ। ସେମାନେ ସେମାନଙ୍କର ଖଡ଼୍ଗରେ ଲଙ୍ଗଳ ତିଆରି କରିବେ ଏବଂ ବର୍ଛାକୁ ଭାଙ୍ଗି ଶସ୍ୟ କାଟିବାକୁ ଦାଆ ନିର୍ମାଣ କରିବେ। ଲୋକମାନେ ଅନ୍ୟ ସହିତ ଯୁଦ୍ଧ କରିବା ବନ୍ଦ କରିବେ। ଆଉ ଯୁଦ୍ଧ ପାଇଁ ତାଲିମ ମଧ୍ୟ କେବେ ନେବେ ନାହିଁ।