ଯିଶାଇୟ 13:3 - ପବିତ୍ର ବାଇବଲ3 ପୁଣି ପରମେଶ୍ୱର କହିଲେ, “ମୁଁ ସେହି ଲୋକମାନଙ୍କୁ ଅନ୍ୟ ଲୋକମାନଙ୍କଠାରୁ ଅଲଗା କରିଥିଲି। ମୁଁ ସେମାନଙ୍କୁ ନିଜେ ଆଦେଶ ଦେବି। ମୁଁ ବୃଦ୍ଧ, ମୋର ଉତ୍ତମ ଲୋକମାନଙ୍କୁ ଏକତ୍ରିତ କରିଛି, ସେମାନେ ଲୋକମାନଙ୍କୁ ଦଣ୍ଡ ଦେବେ। ମୁଁ ଏହି ସୁଖୀ ଲୋକମାନଙ୍କ ପାଇଁ ଗର୍ବିତ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେ ଆପଣା ପ୍ରତିଷ୍ଠିତ ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀ-ଗଣଙ୍କୁ ଆହ୍ଵାନ କରିଅଛୁ। Faic an caibideilଓଡିଆ ବାଇବେଲ3 ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ। Faic an caibideil |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।