ଯିଶାଇୟ 19:1 - ପବିତ୍ର ବାଇବଲ1 ମିଶର ବିଷୟକ ଶୋକ ବାର୍ତ୍ତା: ଦେଖ! ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆସୁଛନ୍ତି। ସେ ମିଶରରେ ପ୍ରବେଶ କରିବେ ଏବଂ ମିଶରର ସମସ୍ତ ପ୍ରତିମା ଭୟରେ ଥରିବେ। ମିଶର ସାହସୀ ଥିଲା, ମାତ୍ର ତା'ର ସେ ସାହସ ଉତ୍ତପ୍ତ ମହମ ପରି ତରଳି ଯିବ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ମିସର ବିଷୟକ ଭାରୋକ୍ତି। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ଵିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ। Faic an caibideilଓଡିଆ ବାଇବେଲ1 ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମିସର ବିଷୟକ ଭବିଷ୍ୟତବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ। Faic an caibideil |